ବିଜେଡିରେ ମିଶିଲେ ହେମାନନ୍ଦଙ୍କ ଝିଅ

ବିଜେଡିରେ ମିଶିଲେ ହେମାନନ୍ଦଙ୍କ ଝିଅ

ବିଜେଡିରେ ମିଶିଲେ ହେମାନନ୍ଦଙ୍କ ଝିଅ
ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳଙ୍କ ଝିଅ ସୁନୀତା ଶନିବାର ବିଡେଡିରେ ମିଶିଛନ୍ତି। ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଆୟୋଜିତ ମିଶ୍ରଣ ପର୍ବରେ ସେ ବିଜେଡିରେ ଯୋଗ ଦେଇଛନ୍ତି। ଏହି ଅବସରରେ ନିକଟରେ କଂଗ୍ରେସ ଛାଡି ବିଜେଡିରେ ଯୋଗ ଦେଇଥିବା ପୂର୍ବତନ ବିଧାୟକ ନବ ଦାସ ମଧ୍ୟ ଉପସ୍ଥିତ ଥିଲେ।