ଭଲ ଖବର : ରାଜ୍ୟରେ ଆଉ ୩୪୪୩ ଆକ୍ରାନ୍ତ ସୁସ୍ଥ

ଭଲ ଖବର : ରାଜ୍ୟରେ ଆଉ ୩୪୪୩ ଆକ୍ରାନ୍ତ ସୁସ୍ଥ

ଭଲ ଖବର : ରାଜ୍ୟରେ ଆଉ ୩୪୪୩ ଆକ୍ରାନ୍ତ ସୁସ୍ଥ
ଭୁବନେଶ୍ୱର : ରାଜ୍ୟରେ ଆଜି ଆଉ ୩୪୪୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ ୯୫୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହା ବ୍ୟତୀତ କଟକରୁ ୨୫୧, ମୟୁରଭଞ୍ଜରୁ ୨୧୩, ଭଦ୍ରକରୁ ୧୬୪, ଢେଙ୍କାନାଳ ୧୬୧, ରାୟଗଡାରୁ ୧୫୪, ଗଞ୍ଜାମରୁ ୧୪୮, ଯାଜପୁରରୁ ୧୪୪, ବାଲେଶ୍ୱରରୁ ୧୩୭, ନୟାଗଡରୁ ୧୧୭, କୋରାପୁଟରୁ ୧୧୦, ଜଗତସିଂହପୁରରୁ ୧୦୭, ପୁରୀରୁ ୧୦୫, ସମ୍ବଲପୁରରୁ ୧୦୦, ଝାରସୁଗୁଡାରୁ ୬୭, ମାଲକାନଗିରିରୁ ୬୪, ବଲାଙ୍ଗୀରରୁ ୬୧, କେନ୍ଦ୍ରାପଡାରୁ ୬୧, ବରଗଡରୁ ୫୬, କେନ୍ଦୁଝରରୁ ୫୪, ସୋନପୁରରୁ ୪୧, ସୁନ୍ଦରଗଡରୁ ୩୮, କନ୍ଧମାଳରୁ ୨୪, ଗଜପତିରୁ ୨୩, ନୂଆପଡାରୁ ୨୩, କଳାହାଣ୍ଡିରୁ ୧୨, ବୌଦ୍ଧରୁ ୧୧, ଦେବଗଡରୁ ୮ ଏବଂ ଅନୁଗୁଳରୁ ୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥ ବ୍ୟକ୍ତିଙ୍କୁ ମିଶାଇ ରାଜ୍ୟରେ ସୁସ୍ଥ ବ୍ୟକ୍ତିଙ୍କ ସଂଖ୍ୟା ୯୩୭୭୪ରେ ପହଞ୍ଚିଛି ।