ଭିଜିଲାନ୍ସ ଜାଲରେ ସାଉଥକୋ ଜେନେରାଲ ମ୍ୟାନେଜର ପ୍ରମୋଦ କୁମାର ଚୌଧୁରୀ
ଭିଜିଲାନ୍ସ ଜାଲରେ ସାଉଥକୋ ଜେନେରାଲ ମ୍ୟାନେଜର ପ୍ରମୋଦ କୁମାର ଚୌଧୁରୀ
ବ୍ରହ୍ମପୁର: ଭିଜିଲାନ୍ସ ଜାଲରେ ସାଉଥକୋ ଜେନେରାଲ ମ୍ୟାନେଜର । ବ୍ରହ୍ମପୁର ସାଉଥକୋ ଇଲେକ୍ଟ୍ରିକାଲ ଜେନେରାଲ ମ୍ୟାନେଜର ପ୍ରମୋଦ କୁମାର ଚୌଧୁରୀ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଡ୍ । ଗଞ୍ଜାମ ଓ ପୁରୀ ସମେତ ଏକକାଳୀନ ୧୦ଟି ସ୍ଥାନରେ ଏକକାଳୀନ ଚଢାଉ ହୋଇଛି ।
ବ୍ରହ୍ମପୁର ଭିଜିଲାନ୍ସ ସ୍ପେଶାଲ ଜଜ ନିର୍ଦ୍ଦେଶ କ୍ରମେ ଚାଲିଛି ଚଢାଉ । ଚଢାଉରେ ଜଣେ ଜଣେ ଅତିରିକ୍ତ ଏସ୍ପି, ୩ ଜଣ ଡିଏସ୍ପି, ୧୨ ଜଣ ଇନସ୍ପେକ୍ଟର, ୧୨ ଜଣ ଏସ୍ ଆଇ ଏବଂ ଏଏସ୍ ଆଇ ଏବଂ ଅନ୍ୟ କର୍ମଚାରୀ ସାମିଲ ହୋଇଛନ୍ତି ।




admin 