ଭୁବନେଶ୍ବରରେ ଆଉଜଣେ କରୋନା ଆକ୍ରାନ୍ତ ଚିହ୍ନଟ।

ଭୁବନେଶ୍ବରରେ ଆଉଜଣେ କରୋନା ଆକ୍ରାନ୍ତ ଚିହ୍ନଟ।

ଭୁବନେଶ୍ବରରେ ଆଉଜଣେ କରୋନା ଆକ୍ରାନ୍ତ ଚିହ୍ନଟ।
ଭୁବନେଶ୍ବରର ୟୁନିଟ-୪ ମଧୁସୁଦନ ନଗରରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ। ଆକ୍ରାନ୍ତଙ୍କ ବୟସ ୪୫ ବର୍ଷ। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆଯାଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରନା ସଂକ୍ରମିତଙ୍କ ସଂଖ୍ୟା ୪୧ରେ ପହଞ୍ଚିଛି । ଏମାନଙ୍କ ମଧ୍ୟରୁ ୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ବର୍ତମାନ ଭୁବନେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୨ ରେ ପହଞ୍ଚିଛି।