ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ସ୍ଵାମୀ-ସ୍ତ୍ରୀ ମୃତ

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ସ୍ଵାମୀ-ସ୍ତ୍ରୀ ମୃତ

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ସ୍ଵାମୀ-ସ୍ତ୍ରୀ ମୃତ

ବୌଦ୍ଧ : ଟ୍ରକ -ବାଇକ୍ ମୁହାମୁହିଁ ଧକ୍କା। ବୌଦ୍ଧ ଜିଲ୍ଲା ବାଉଁଶୁଣୀ ଥାନା ମାନେଶ୍ୱର ଛକ ଠାରେ ଏଭଳି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ସ୍ଵାମୀ-ସ୍ତ୍ରୀଙ୍କର ମୃତ୍ୟୁ ଘଟିଛି। ମୃତକମାନେ ହେଲେ ତାଳସର୍ଡା ଗ୍ରାମର କେଶବ ରଣବିଡ଼ା ଓ ସ୍ତ୍ରୀ ରୁକୁଣି ରଣବିଡା।

ତେବେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛି। ଦୁର୍ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହୋଇଛି।