ରାଜ୍ୟରୁ ୨୪ ଘଂଟାରେ ୨୩୪ ଜଣ କରୋନା ପଜିଟିଭ ଚିହ୍ନଟ

ରାଜ୍ୟରୁ ୨୪ ଘଂଟାରେ ୨୩୪ ଜଣ କରୋନା ପଜିଟିଭ ଚିହ୍ନଟ

ରାଜ୍ୟରୁ ୨୪ ଘଂଟାରେ ୨୩୪ ଜଣ କରୋନା ପଜିଟିଭ ଚିହ୍ନଟ
ଭୁବନେଶ୍ୱର: ପୁଣି ଓଡ଼ିଶାକୁ ଘାରିଛି କରୋନା ଭୟ । ଓଡ଼ିଶାରେ କରୋନା ଗ୍ରାଫ ଧୀରେ ଧୀରେ ଉପରମୁହାଁ ହେଉଛି । ଦିନକୁ ଦିନ କରୋନା ଲମ୍ବଡିଆଁ ମାରୁଛି । ଗତ କିଛି ଦିନ ହେଲା ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି । ରାଜ୍ୟରେ ୨୪ ଘଂଟାରେ ୨୩୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତିି । ନୂଆପଡା ଜିଲ୍ଲାରୁ ସର୍ବାଧିକ ୩୩ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଖୋର୍ଦ୍ଧା-୩୨, କଟକ-୨୯, ବରଗଡ-୨୪, କଳାହାଣ୍ଡିରୁ ୧୭ ଜଣ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ ଓ ବଲାଙ୍ଗିରରୁ ୧୫ ଲେଖାଏଁ, ସମ୍ବଲପୁରରୁ ୧୧ ଚିହ୍ନଟ ହୋଇଛନ୍ତି ।