ରାଜ୍ୟରେ ଦୈନିକ ସଂକ୍ରମଣ ୧୦୦ ଟପିଲା

ରାଜ୍ୟରେ ଦୈନିକ ସଂକ୍ରମଣ ୧୦୦ ଟପିଲା

ରାଜ୍ୟରେ ଦୈନିକ ସଂକ୍ରମଣ ୧୦୦ ଟପିଲା

ଭୁବନେଶ୍ୱର : ପୁଣି କରୋନା ଭୟ। ରାଜ୍ୟରେ ୧୦୦ ଟପିଲା ଦୈନିକ କରୋନା ସଂକ୍ରମଣ । ୨୪ଘଣ୍ଟାରେ ୧୧୩ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧରେ ୬୭ ଓ ସ୍ଥାନୀୟ ଅଞ୍ଚଳରୁ ୪୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋଦ୍ଧାରୁ ସର୍ବାଧିକ ୬୫, କଟକରୁ ୨୧ ନୂଆ ଆକ୍ରାନ୍ତ ଚିହ୍ନଟ ।ରାଜ୍ୟରେ ୧୦୦ ଟପିଲା ଦୈନିକ କରୋନା ସଂକ୍ରମଣ । ୨୪ଘଣ୍ଟାରେ ୧୧୩ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଖୋଦ୍ଧାରୁ ସର୍ବାଧିକ ୬୫, କଟକରୁ ୨୧ ନୂଆ ଆକ୍ରାନ୍ତ ଚିହ୍ନଟ । ସମ୍ବଲପୁର ରୁ ୪ ଜଣ ଚିହ୍ନଟ ହୋଇଛନ୍ତି।  ଏପରି ସ୍ଥିତିରେ ସତର୍କ ରହିବାକୁ ସ୍ୱାସ୍ଥ୍ୟ ବିଶେଷଜ୍ଞ ଚେତାବନୀ ଦେଇଛନ୍ତି।