ରାଜ୍ୟରେ ପୁଣି ଆଉ 7 କରୋନା ପଜିଟିଭ୍‌ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା 118 କୁ ବୃଦ୍ଧି

ରାଜ୍ୟରେ ପୁଣି ଆଉ 7 କରୋନା ପଜିଟିଭ୍‌ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା 118 କୁ ବୃଦ୍ଧି

ରାଜ୍ୟରେ ପୁଣି ଆଉ 7 କରୋନା ପଜିଟିଭ୍‌ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା 118 କୁ ବୃଦ୍ଧି
ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ରାଜ୍ୟରେ ପୁଣି ଆଉ 7 କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ୍ବେବ୍‌ସାଇଟ୍‌ ସୂତ୍ରରୁ ସୂଚନା ମିଳିଛି । ସୁନ୍ଦରଗଡରୁ 4 ଜଣ ଓ ଭଦ୍ରକରୁ ତିନି ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛି। ତେବେ ସୁନ୍ଦରଗଡରେ ଆକ୍ରାନ୍ତଙ୍କ ସଂଖ୍ୟା 10ରେ ପହଞ୍ଚିଥିବାବେଳେ ଭଦ୍ରକରେ ଆକ୍ରାନ୍ତଙ୍କ ସଂଖ୍ୟା 19କୁ ବୃଦ୍ଧି ହୋଇଛି । ସେହିପରି ରାଜ୍ୟରେ ସର୍ବମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା 118ରେ ପହଞ୍ଚିଛି ।