ରିୟା ଚକ୍ରବର୍ତ୍ତୀ ଡ୍ରଗ୍ସ ଲିଙ୍କ ମାମଲାରେ ଦୁଇଜଣଙ୍କୁ ଗିରଫ କଲା ଏନ୍‌ସିବି

ରିୟା ଚକ୍ରବର୍ତ୍ତୀ ଡ୍ରଗ୍ସ ଲିଙ୍କ ମାମଲାରେ ଦୁଇଜଣଙ୍କୁ ଗିରଫ କଲା ଏନ୍‌ସିବି

ରିୟା ଚକ୍ରବର୍ତ୍ତୀ ଡ୍ରଗ୍ସ ଲିଙ୍କ ମାମଲାରେ ଦୁଇଜଣଙ୍କୁ ଗିରଫ କଲା ଏନ୍‌ସିବି
ମୁମ୍ବାଇ : ରିୟା ଚକ୍ରବର୍ତ୍ତୀଙ୍କ ଡ୍ରଗ୍ସ ଲିଙ୍କ ମାମଲାରେ ଦୁଇଜଣଙ୍କୁ ଗିରଫ କରିଛି ଏନ୍‌ସିବି । ଅବଦୁଲ୍ ବାସିତ ପରିହାର ଓ ଜୈଦ୍ ଭିଲିଟ୍ରାଙ୍କୁ ମୁମ୍ବାଇ ଓ ବାନ୍ଦାରୁ ଗିରଫ କରାଯାଇଛି । ରିୟାଙ୍କ ସହଯୋଗୀ ସାମୁଏଲ୍ ମିରଣ୍ଡାଙ୍କ ଲିଙ୍କ୍‌ରେ ଦୁହେଁ ଗିରଫ ହୋଇଥିବାର ସୂଚନା ରହିଛି । ରିୟାଙ୍କ ଭାଇ ସୌଭିକଙ୍କ ନିର୍ଦ୍ଦେଶରେ ମିରଣ୍ଡା ଦୁହିଁଙ୍କଠାରୁ ଡ୍ରଗ୍ସ ଆଣୁଥିଲେ । ସୂଚନାଯୋଗ୍ୟ, ସୁଶାନ୍ତ ରାଜପୁତଙ୍କ ମୃତ୍ୟୁ ମାମଲାରେ ଦିନକୁ ଦିନ ନୂଆ ଟୁଇଷ୍ଟ ଆସିବାରେ ଲାଗିଛି । ସୁଶାନ୍ତଙ୍କ ମାମଲାରେ ରିୟାଙ୍କ ଡ୍ରଗ୍ସ ଚାଟ୍ ଭାଇରାଲ୍ ହେବା ପରେ ଏନ୍‌ସିବି ଏବେ ଏହି ମାମଲାର ଯାଞ୍ଚ କରୁଛି ।