ଶପଥ ନେଲେ ହାଇକୋର୍ଟର ୩ ନୂଆ ବିଚାରପତି

ଶପଥ ନେଲେ ହାଇକୋର୍ଟର ୩ ନୂଆ ବିଚାରପତି

ଶପଥ ନେଲେ ହାଇକୋର୍ଟର ୩ ନୂଆ ବିଚାରପତି

କଟକ:  ଓଡ଼ିଶା ହାଇକୋର୍ଟରେ ମଙ୍ଗଳବାର ଶପଥ ନେଇଛନ୍ତି ୩ ନୂଆ ବିଚାରପତି। ବିଚାରପତି ଭାବେ ମୃଗାଙ୍କ ଶେଖର ସାହୁ, ରାଧାକ୍ରିଷ୍ଣ ପଟ୍ଟନାୟକ ଓ ଶଶିକାନ୍ତ ମିଶ୍ର ଆଜି ଶପଥ ଗ୍ରହଣ କରିଛନ୍ତି।

ହାଇକୋର୍ଟ ନୂଆ କନଫରେନ୍ସ ହଲରେ ଏହି ଶପଥଗ୍ରହଣ ଉତ୍ସବର ଆୟୋଜିତ ହୋଇଯାଇଛି।   ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ ଏସ୍ ମୁରଲୀଧର ୩ ବିଚାରପତିଙ୍କୁ ଶପଥପାଠ କରାଇଛନ୍ତି। ଓଡ଼ିଶା ହାଇକୋର୍ଟରେ ମଞ୍ଜୁରୀପ୍ରାପ୍ତ ବିଚାରପତି ସଂଖ୍ୟା ୨୭ ହୋଇଥିବା ବେଳେ ବଦଳି ହୋଇ ଆସିଥିବା ତିନି ବିଚାରପତିଙ୍କ ଶପଥ ଗ୍ରହଣ ପରେ ଏହି ସଂଖ୍ୟା ୧୭ରେ ପହଞ୍ଚିଵ।