ସୁନ୍ଦରଗଡ଼ ସିଡିଏମଓ ନିଲମ୍ବିତ

ସୁନ୍ଦରଗଡ଼ ସିଡିଏମଓ ନିଲମ୍ବିତ

ସୁନ୍ଦରଗଡ଼ ସିଡିଏମଓ ନିଲମ୍ବିତ
ସୁନ୍ଦରଗଡ଼: ସୁନ୍ଦରଗଡ଼ ଭାରପ୍ରାପ୍ତ ସିଡିଏମଓଙ୍କୁ ନିଲମ୍ବନ କରାଯାଇଛି । କାର୍ଯ୍ୟରେ ଅବହେଳା ପାଇଁ ରାଜ୍ୟସରଙ୍କ ପକ୍ଷରୁ ତାଙ୍କୁ ନିଲମ୍ବନ କରାଯାଇଛି । ‘ମୋ ସରକାର’ କାର୍ଯ୍ୟକାରିତାରେ ଅବହେଳା ପାଇଁ ତାଙ୍କୁ ନିଲମ୍ବନ କରାଯାଇଛି । ଏଥିସହ ଜିଲ୍ଲାପାଳ ନିଖିଲ ପୱନ କଲ୍ୟାଣଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି ।