ସେଓ ଖାଇବାର ୧ଘଣ୍ଟା ମଧ୍ୟରେ କରନ୍ତୁ ନାହିଁ ଏହିସବୁ କାମ । ନଚେତ୍ ହୋଇପାରେ ସାଂଘାତି ସ୍ଥିତି
ସେଓ ଖାଇବାର ୧ଘଣ୍ଟା ମଧ୍ୟରେ କରନ୍ତୁ ନାହିଁ ଏହିସବୁ କାମ । ନଚେତ୍ ହୋଇପାରେ ସାଂଘାତି ସ୍ଥିତି
ପ୍ରତିଦିନ ସକାଳେ ଗୋଟିଏ ସେଓ ଖାଇବା ଦ୍ୱାରା ଶରୀରକୁ ଅନେକ ଫାଇଦା ମିଳିଥାଏ । ଶରୀର ରୋଗମୁକ୍ତ ହେବା ସହ ରୋଗ ପ୍ରତିରୋଧକ ଶକ୍ତି ମଧ୍ୟ ବଢ଼ିଥାଏ । କିନ୍ତୁ ଯଦି ଆପଣ ଏହାକୁ ଭୁଲ ସମୟରେ ଖାଉଛନ୍ତି ବା ଭୁଲ ଜିନିଷ ସହ ଖାଉଛନ୍ତି ତେବେ ଶରୀର ଉପରେ ଏହାର ଭଲ ପ୍ରଭାବ ପଡ଼ିବା ଅପେକ୍ଷା ଖରାପ ପ୍ରଭାବ ପଡ଼ିଥାଏ । ଆଜି ଆମେ ଆପଣଙ୍କୁ ଜଣାଇବୁ ସେଓ ଖାଇବାର ତୁରନ୍ତ ପରେ କେଉଁ ସବୁ ଜିନିଷ ଖାଇବା ଅନୁଚିତ ।
୧.ସେଓ ଖାଇବା ପରେ ଭୁଲରେ ମଧ୍ୟ ପାଣି ପିଅନ୍ତୁ ନାହିଁ । ଅତି କମରେ ସେଓ ଖାଇବାର ଏକ ଘଣ୍ଟା ପରେ ପାଣି ପିଇବା ପାଇଁ ଚେଷ୍ଟା କରନ୍ତୁ । ଏପରି ନ କରିବା ଦ୍ୱାରା କଫ ସମସ୍ୟା ଦେଖା ଯାଇଥାଏ ।
୩.ସେଓ ଖାଇବାର ତୁରନ୍ତ ପରେ ମୂଳା ଖାଆନ୍ତୁ ନାହିଁ । ଏପରି କଲେ ଶରୀରରେ ଧଳା ରଙ୍ଗର ଦାଗ ଦେଖା ଯାଇଥାଏ।




admin 