୧ରୁ ଖୋଲିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ

୧ରୁ ଖୋଲିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ

୧ରୁ ଖୋଲିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ
ଭୁବନେଶ୍ୱର: ଜୁଲାଇ ୧ରୁ ପୁଣିଥରେ ଖୋଲିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ । ଏହାସହ ମୁଖ୍ୟ ଶାସନ ସଚିବ, ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବ , ଜିଲ୍ଲା ସ୍ତରୀୟ ସବୁ ଅଭିଯୋଗ ପ୍ରକୋଷ୍ଠ ସ୍ୱାଭାବିକ ଭାବେ ପ୍ରତି ସୋମବାର ଖୋଲା ରହିବ । ଗ୍ରୀଷ୍ମ ପ୍ରଭାବ ବେଳେ ଜନସାଧାରଣଙ୍କ ଅସୁବିଧାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ସମେତ ବିଭିନ୍ନ ଜିଲ୍ଲାସ୍ତରୀୟରେ ଜିଲ୍ଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠ ବନ୍ଦ ରହିଥିଲା ।