୨୦୨୦ରେ ହେବ ପରବର୍ତ୍ତୀ ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

୨୦୨୦ରେ ହେବ ପରବର୍ତ୍ତୀ ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

୨୦୨୦ରେ ହେବ ପରବର୍ତ୍ତୀ ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଭୁବନେଶ୍ବର: ଭୁବନେଶ୍ୱରରେ ଆୟୋଜିତ ଏଣ୍ଟରପ୍ରାଇଜ୍ ଓଡ଼ିଶା ୨୦୧୯ ଉଦ୍‌ଘାଟନୀ ଉତ୍ସବରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, ୨୦୨୦ରେ ପରବର୍ତ୍ତୀ ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ । ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍-୨୦୧୮ରୁ ବହୁତ ସଫଳତା ମିଳିଛି। ପ୍ରାୟ ୪ ଲକ୍ଷ କୋଟି ଟଙ୍କାର ପୁଞ୍ଜି ନିବେଶ ପ୍ରପୋଜାଲ ଆସିଥିଲା ୯୧ଟି ପ୍ରପୋଜାଲକୁ ମଂଜୁରୀ ମିଳିଛି। ସେସବୁର କାମ ଜାରି ରହିଛି। ଆପଣମାନଙ୍କୁ ପରବର୍ତ୍ତୀ କନକ୍ଲେଭ୍‌ରେ ସାମିଲ୍ ହେବାକୁ ଆହ୍ୱାନ କରୁଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।