୨୪ ଘଣ୍ଟାରେ ୮୩ ହଜାର ନୂତନ ଆକ୍ରାନ୍ତ, ମୃତ୍ୟୁ ସଂଖ୍ୟା୧୦୯୬

୨୪ ଘଣ୍ଟାରେ ୮୩ ହଜାର ନୂତନ ଆକ୍ରାନ୍ତ, ମୃତ୍ୟୁ ସଂଖ୍ୟା୧୦୯୬

୨୪ ଘଣ୍ଟାରେ ୮୩ ହଜାର ନୂତନ ଆକ୍ରାନ୍ତ, ମୃତ୍ୟୁ ସଂଖ୍ୟା୧୦୯୬
ନୂଆଦିଲ୍ଲୀ : ଭାରତର କରୋନା ସଂଖ୍ୟା ଦିନକୁ ଦିନ ଅଣାୟତ ହେବାରେ ଲାଗିଛି । ବିଗତ ୨୪ ଘଣ୍ଟା ମଧ୍ୟରେ ୮୩ ହଜାର ନୂତନ ଆକ୍ରାନ୍ତ ଚିହ୍ନଟ ହେବା ସହିତ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୩୯ ଲକ୍ଷ ଅତିକ୍ରମ କରିଛି । ୮୩ ହଜାର ନୂତନ ଆକ୍ରାନ୍ତଙ୍କ ସହିତ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୩୯ ଲକ୍ଷ ୩୬ ହଜାର ୭୪୭ ଛୁଇଁଛି । ଏହା ସହିତ ୨୪ ଘଣ୍ଟା ମଧ୍ୟରେ ୧୦୯୬ଜଣଙ୍କର ମୃତ୍ୟୁ ଘଟିଛି । ସମୁଦାୟ ମୃତ୍ୟୁ ସଂଖ୍ୟା ୬୮ ହଜାର ୪୭୨ରେ ପହଞ୍ଚିଛି । ଆକ୍ରାନ୍ତଙ୍କ ମଧ୍ୟରୁ ୩୦ ଲକ୍ଷ ୩୭ ହଜାର ୧୫୧ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ୮ ଲକ୍ଷ ୩୧ ହଜାର ୧୨୪ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ଆରୋଗ୍ୟ ହାର ୭୭.୧୫ ପ୍ରତିଶତ ଛୁଇଁଛି ।