୬ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର

୬ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର

୬ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର
ଭୁବନେଶ୍ୱର: ଦୁନୀତିକୁ ପ୍ରଶ୍ରୟ ଦେଉନଥିବା ରାଜ୍ୟ ସରକାର ବୁଧବାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି । ୬ ଜଣ ସରକାରୀ କର୍ମଚାରୀଙ୍କୁ ରାଜ୍ୟ ସରକାର ବାଧ୍ୟତାମୂଳକ ଅବସର ଦେଇଛନ୍ତି । ଦୁର୍ନୀତି ଓ ଅପାରଗତା ପାଇଁ ରାଜ୍ୟ ସରକାର ୬ ଜଣ ସରକାରୀ କର୍ମଚାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି । ସେମାନଙ୍କ ମଧ୍ୟରେ ୪ ଜଣ ଇଞ୍ଜିନିୟର ଥିବାବେଳେ ୨ ଜଣ ଅବକାରୀ ବିଭାଗ ଅଧିକାରୀ ଥିବା ଜଣାଯାଇଛି ।